08-01-2026
08-01-2026
ଆମର ଲକ୍ଷ୍ୟ ହେଉଛି ଆମେ ଏମିତି ଏକ ଓଡ଼ିଶା ଗଠନ କରିବୁ, ଯେଉଁଠାରେ ମହିଳାମାନେ ଚାକିରି ଖୋଜିବେ ନାହିଁ, ବରଂ ଚାକିରି ସୃଷ୍ଟି କରିବେ, ବିଭିନ୍ନ ଉତ୍ପାଦର କେବଳ ଉପଭୋକ୍ତା ହେବେ ନାହିଁ, ବରଂ ଉତ୍ପାଦକୁ ନିଜେ ସୃଷ୍ଟି କରିବେ, ସେମାନେ ବିକାଶର କେବଳ ଅଂଶୀଦାର ହେବେ ନାହିଁ, ବରଂ ବିକାଶର ନେତୃତ୍ୱ ନେବେ- ମୁଖ୍ୟମନ୍ତ୍ରୀ
ମହିଳା ଉଦ୍ୟମିତା ପ୍ଲାଟ୍‌ଫର୍ମ  କେବଳ ଏକ ଅନୁଷ୍ଠାନ ନୁହେଁ, ବରଂ ଓଡ଼ିଶାର ବିକାଶ ଯାତ୍ରାରେ ମହିଳାମାନଙ୍କ ଅର୍ଥନୈତିକ ନେତୃତ୍ୱର ଏକ ମହାଅଭିଯାନ- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |