• ମୁମ୍ବାଇରେ POSCO ଓ JSW ଗ୍ରୁପ୍‌ର ନେତୃତ୍ୱଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
  • ମୁମ୍ବାଇରେ POSCO ଓ JSW ଗ୍ରୁପ୍‌ର ନେତୃତ୍ୱଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
23 Oct, 2026

ମୁମ୍ବାଇରେ POSCO ଓ JSW ଗ୍ରୁପ୍‌ର ନେତୃତ୍ୱଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ମୁମ୍ବାଇଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ POSCO ଏବଂ JSW ଗ୍ରୁପ୍‌ର ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି । ଏହି ଆଲୋଚନାରେ ଓଡ଼ିଶାର ଶିଳ୍ପ କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା, ରାଜ୍ୟକୁ ଅଧିକ ପୁଞ୍ଜିନିବେଶ ଆକର୍ଷିତ କରିବା ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନେଇ ବିଭିନ୍ନ ସମ୍ଭାବନା ଉପରେ ବିଚାରବିମର୍ଶ ହୋଇଛି ।

ଏହି ପଦକ୍ଷେପ ମାଧ୍ୟମରେ ଓଡ଼ିଶାର ଶିଳ୍ପଭିତ୍ତିକ ଅର୍ଥନୀତିକୁ ଆଗକୁ ବଢ଼ାଇବା ସହ ରାଜ୍ୟର ଆର୍ଥିକ ପ୍ରଗତିକୁ ନୂତନ ଦିଗ ଦେବା ଏବଂ ଯୁବପିଢ଼ିଙ୍କ ପାଇଁ ରୋଜଗାରର ଅଧିକ ସୁଯୋଗ ସୃଷ୍ଟି କରିବା ଉପରେ ଗୁରୁତ୍ୱ ରହିଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |