• ମା' ରମାଦେବୀଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
  • ମା' ରମାଦେବୀଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
22 Jul, 2026

ମା' ରମାଦେବୀଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ମା' ରମାଦେବୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ଓଡ଼ିଶା ବିଧାନସଭା ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।

ସ୍ୱାଧୀନତା ସଂଗ୍ରାମ, ନାରୀ ସଶକ୍ତୀକରଣ ଓ ସମାଜସେବା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ସଦା ସ୍ମରଣୀୟ। ତ୍ୟାଗ ଓ ନିଷ୍ଠାର ସେହି ମହାନ ଆଦର୍ଶ ଆମକୁ ନିରନ୍ତର ଜନସେବା ପାଇଁ ପ୍ରେରଣା ଯୋଗାଇବ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |