• ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ: ମହାନ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

15 Aug, 2026

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ: ମହାନ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ - ୨୦୨୬ ପାଳନ ଅବସରରେ ଯୋଗଦେଇ ଦେଶର ସ୍ବାଧୀନତା, ଅଖଣ୍ଡତା ପାଇଁ ବଳିଦାନ ଦେଇଥିବା ମହାନ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା:-

✅ପୂର୍ବରୁ ବିଦ୍ୟାଳୟ ଗୁଡ଼ିକରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରାଯାଉଥିଲା । ଏବେ  ଏହା  ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରାଯିବ । 

✅ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ପାଇଁ ଥିବା ସର୍ବାଧିକ ୬ଟି ସୁଯୋଗ ସୀମା ଉଚ୍ଛେଦ ।  ବର୍ତ୍ତମାନ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ମିଳିବ  ସୁଯୋଗ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |