ଭୁବନେଶ୍ୱରଠାରେ ଆୟୋଜିତ ହୋଇଥିବା ‘ଜୋନାଲ କନ୍‌ଫରେନ୍ସ’ରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଏଗ୍ରିକଲଚର ପ୍ରଡକ୍ସନ କ୍ଲଷ୍ଟର ଓ କୃଷି ଉଦ୍ୟୋଗୀଙ୍କ ଦ୍ୱାରା ଶଙ୍କର ଏବଂ ଏଲିଟ୍‌ କିସମର ବିଭିନ୍ନ ପ୍ରକାରର ଆମ୍ବ ପ୍ରଦର୍ଶିତ ହୋଇଥିଲା ।
19 May, 2026

ଭୁବନେଶ୍ୱରଠାରେ ଆୟୋଜିତ ହୋଇଥିବା ‘ଜୋନାଲ କନ୍‌ଫରେନ୍ସ’ରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଏଗ୍ରିକଲଚର ପ୍ରଡକ୍ସନ କ୍ଲଷ୍ଟର ଓ କୃଷି ଉଦ୍ୟୋଗୀଙ୍କ ଦ୍ୱାରା ଶଙ୍କର ଏବଂ ଏଲିଟ୍‌ କିସମର ବିଭିନ୍ନ ପ୍ରକାରର ଆମ୍ବ ପ୍ରଦର୍ଶିତ ହୋଇଥିଲା ।

ଭୁବନେଶ୍ୱରଠାରେ ଆୟୋଜିତ ହୋଇଥିବା ‘ଜୋନାଲ କନ୍‌ଫରେନ୍ସ’ରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଏଗ୍ରିକଲଚର ପ୍ରଡକ୍ସନ କ୍ଲଷ୍ଟର ଓ କୃଷି ଉଦ୍ୟୋଗୀଙ୍କ ଦ୍ୱାରା ଶଙ୍କର ଏବଂ ଏଲିଟ୍‌ କିସମର ବିଭିନ୍ନ ପ୍ରକାରର ଆମ୍ବ ପ୍ରଦର୍ଶିତ ହୋଇଥିଲା । ବିଭିନ୍ନ ଜିଲ୍ଲାରୁ ଏବଂ କେନ୍ଦ୍ରୀୟ ଉଦ୍ୟାନ ପ୍ରଶିକ୍ଷଣ ସଂସ୍ଥା ତରଫରୁ ୩୫ରୁ ୪୦ କିସମର ଆମ୍ବ ଏଥିରେ ସ୍ଥାନ ପାଇଥିଲା। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଏବଂ ପୂର୍ବାଞ୍ଚଳ ରାଜ୍ୟର ସମସ୍ତ ମାନ୍ୟବର ମନ୍ତ୍ରୀ ଓ ଉଚ୍ଚପଦସ୍ଥ ଅଧିକାରୀ ଏହି ଷ୍ଟଲ ପରିଦର୍ଶନ କରି ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ ଉଚ୍ଚ ପ୍ରଶଂସା କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |