• ଘାଟିକିଆରେ ‘ବଜରଙ୍ଗୀ ଖେଳପଡ଼ିଆ’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, କ୍ରୀଡ଼ା ଭିତ୍ତିଭୂମିକୁ ମିଳିବ ନୂଆ ପ୍ରୋତ୍ସାହନ

13 Oct, 2026

ଘାଟିକିଆରେ ‘ବଜରଙ୍ଗୀ ଖେଳପଡ଼ିଆ’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, କ୍ରୀଡ଼ା ଭିତ୍ତିଭୂମିକୁ ମିଳିବ ନୂଆ ପ୍ରୋତ୍ସାହନ

ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ତଥା ଯୁବପିଢ଼ିଙ୍କ ପ୍ରତିଭାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଘାଟିକିଆଠାରେ 'ବଜରଙ୍ଗୀ ଖେଳପଡ଼ିଆ'ର ଲୋକାର୍ପଣ କରିଛନ୍ତି । ଏହି ଆଧୁନିକ କ୍ରୀଡ଼ା ପ୍ରକଳ୍ପ ସ୍ଥାନୀୟ କ୍ରୀଡ଼ାବିତ୍ ଏବଂ ଯୁବପ୍ରତିଭାମାନଙ୍କୁ ଉନ୍ନତ ପ୍ରଶିକ୍ଷଣ ସହିତ ନିଜ ଦକ୍ଷତା ପ୍ରଦର୍ଶନ ପାଇଁ ଉତ୍ତମ ସୁଯୋଗ ଯୋଗାଇଦେବ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |