• ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନରେ ସାମିଲ ହୋଇ ବାସଭବନରେ ତ୍ରିରଙ୍ଗା ଉଡାଇଲେ ମୁଖ୍ୟମନ୍ତ୍ରୀ
  • ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନରେ ସାମିଲ ହୋଇ ବାସଭବନରେ ତ୍ରିରଙ୍ଗା ଉଡାଇଲେ ମୁଖ୍ୟମନ୍ତ୍ରୀ
13 Aug, 2026

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନରେ ସାମିଲ ହୋଇ ବାସଭବନରେ ତ୍ରିରଙ୍ଗା ଉଡାଇଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି  'ଘରେ ଘରେ ତ୍ରିରଙ୍ଗା' ଅଭିଯାନରେ ସାମିଲ ହୋଇ ନିଜ ବାସଭବନରେ ତ୍ରିରଙ୍ଗା ଉଡାଇଛନ୍ତି, ଏବଂ ସାମାଜିକ ଗଣମାଧ୍ୟମ X ରେ ଏହାର ଫଟୋ ପୋଷ୍ଟ କରି ଜନ ସାଧାରଣଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |