• ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜନଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ନାଗରିକମାନଙ୍କ ଅଭିଯୋଗ ଶୁଣିଛନ୍ତି । ଲୋକଙ୍କ ସମସ୍ୟାର ସ୍ଥାୟୀ ପ୍ରତିକାର, ସରକାରଙ୍କ ମୁଖ୍ୟ ପ୍ରାଥମିକତା ହୋଇଥିବାବେଳେ, ସମସ୍ତ ଅଭିଯୋଗର ତୁରନ୍ତ ଓ ସମୟବଦ୍ଧ ସମାଧାନ ପାଇଁ ସମସ୍ତ ପଦକ୍ଷେପ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

27 Jul, 2026

ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜନଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ନାଗରିକମାନଙ୍କ ଅଭିଯୋଗ ଶୁଣିଛନ୍ତି । ଲୋକଙ୍କ ସମସ୍ୟାର ସ୍ଥାୟୀ ପ୍ରତିକାର, ସରକାରଙ୍କ ମୁଖ୍ୟ ପ୍ରାଥମିକତା ହୋଇଥିବାବେଳେ, ସମସ୍ତ ଅଭିଯୋଗର ତୁରନ୍ତ ଓ ସମୟବଦ୍ଧ ସମାଧାନ ପାଇଁ ସମସ୍ତ ପଦକ୍ଷେପ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |