କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
24 Jun, 2026

କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଆଲୋଚନାରେ ସାମାଜିକ କଲ୍ୟାଣ ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଉଥିବା ସମସ୍ତ ଜନହିତକର କାର୍ଯ୍ୟରେ ସମ୍ପୂର୍ଣ୍ଣ ସମନ୍ୱୟ ରକ୍ଷା କରାଯାଇ ସାମାଜିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧