କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ ଏବଂ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ଧୈର୍ଯ୍ୟ ଶିଖାଇଥାଏ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ର ଉଦ୍‌ଯାପନ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
07 Jun, 2026

କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ ଏବଂ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ଧୈର୍ଯ୍ୟ ଶିଖାଇଥାଏ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ର ଉଦ୍‌ଯାପନ ଉତ୍ସବରେ ଯୋଗ ଦେଇ

କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ ଏବଂ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ଧୈର୍ଯ୍ୟ ଶିଖାଇଥାଏ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ର ଉଦ୍‌ଯାପନ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। 
ରାଜ୍ୟର କ୍ରୀଡ଼ା ବିକାଶ ପାଇଁ ଚିନ୍ତନ ଶିବିର ଆୟୋଜିତ:-
✅କ୍ରୀଡ଼ା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ରୋଡମ୍ୟାପ୍ କୁ ଗୁରୁତ୍ବ 
✅‘ମୁଖ୍ୟମନ୍ତ୍ରୀ ଟ୍ରଫି’ ଜରିଆରେ ଗ୍ରାମାଞ୍ଚଳରୁ ବଛାଯିବେ ଉଦୀୟମାନ ପ୍ରତିଭା
✅ଚଳିତ ବର୍ଷ ଓଡ଼ିଶାରେ ଅନୁଷ୍ଠିତ ହେବ ‘ୱାର୍ଲଡ ଆଥ୍‌ଲେଟିକ୍ସ ସିଲଭର୍’ ପ୍ରତିଯୋଗିତା 
✅୨୦୩୬ ସୁଦ୍ଧା ବିଶ୍ୱ ଚମ୍ପିଆନ୍ ତାଲିକାରେ ଉଦ୍‌ଭାସିତ ହେବେ ଓଡ଼ିଶାର ପୁଅଝିଅ
"କେବଳ ଭଲ ଆୟୋଜକ ଭାବେ ନୁହେଁ, ବିଶ୍ୱସ୍ତରୀୟ ଚମ୍ପିଆନ୍ ତାଲିକାରେ ଶୀର୍ଷରେ ରହିବେ ଓଡ଼ିଶାର କ୍ରୀଡ଼ାବିତ୍"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧