ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
19 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟର ଜନଜାତି କଲ୍ୟାଣ, ଆଞ୍ଚଳିକ ବିକାଶ ଏବଂ ଓଡ଼ିଶାର ପ୍ରଗତି ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ସହଯୋଗିତାମୂଳକ ଓ ଗଠନମୂଳକ ଆଲୋଚନା କରିବା ସହ କେନ୍ଦ୍ର ଓ ରାଜ୍ୟର ସମନ୍ୱିତ ପ୍ରୟାସ ମାଧ୍ୟମରେ ରାଜ୍ୟର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଉପରେ ଉଭୟ ଗୁରୁତ୍ୱାରୋପ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |