• ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅବପାତ ଜନିତ ପ୍ରବଳ ବର୍ଷା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି ।

27 Sep, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅବପାତ ଜନିତ ପ୍ରବଳ ବର୍ଷା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି ।

​ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରଭାବିତ ଅଞ୍ଚଳରେ ରିଲିଫ ବଣ୍ଟନ, ଉଦ୍ଧାର କାର୍ଯ୍ୟ, ପାନୀୟ ଜଳ ଏବଂ ସ୍ୱାସ୍ଥ୍ୟ ସେବା ପ୍ରଦାନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରିରହିଛି ।  ପ୍ରଭାବିତମାନଙ୍କ  ନିକଟରେ ପ୍ରାଥମିକତା ଭିତ୍ତିରେ ଆବଶ୍ୟକୀୟ ସହାୟତା ପହଞ୍ଚାଇବା ନିମନ୍ତେ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |