ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ମାତାର ମହାନ ସୁପୁତ୍ର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ଅବସରରେ ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
23 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ମାତାର ମହାନ ସୁପୁତ୍ର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ଅବସରରେ ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ମାତାର ମହାନ ସୁପୁତ୍ର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ଅବସରରେ ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ମହାନ ଜନନାୟକ ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ 'ରାଷ୍ଟ୍ର ପ୍ରଥମ' ନୀତିରେ ଅନୁପ୍ରାଣିତ ହୋଇ ପବିତ୍ର ଓଡ଼ିଶା ମାଟି ତଥା ସମଗ୍ର ଭାରତବର୍ଷକୁ ସଶକ୍ତ, ସମୃଦ୍ଧ ଓ ଏକତାର ସୂତ୍ରରେ ବାନ୍ଧି ରଖିବା ପାଇଁ କାର୍ଯ୍ୟ କରିବାକୁ ଯୁବପିଢ଼ିଙ୍କୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି।
ଏଥିସହ ଡକ୍ଟର ମୁଖାର୍ଜୀଙ୍କ ଅତୁଳନୀୟ ତ୍ୟାଗ ଓ ଶିକ୍ଷା ସଂସ୍କାର ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧