ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଜୟଦେବ ବିହାର - ନନ୍ଦନ କାନନ’ ରାସ୍ତାର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।
12 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଜୟଦେବ ବିହାର - ନନ୍ଦନ କାନନ’ ରାସ୍ତାର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଜୟଦେବ ବିହାର - ନନ୍ଦନ କାନନ’ ରାସ୍ତାର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ସହରର ଟ୍ରାଫିକ ସମସ୍ୟା ହ୍ରାସ କରି ଲୋକଙ୍କ ଦୈନନ୍ଦିନ ଯାତ୍ରାକୁ ସୁଗମ କରିବା ଦିଗରେ ଏହି ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧