• ନୂଆଦିଲ୍ଲୀରେ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟ ସାକ୍ଷାତ
  • ନୂଆଦିଲ୍ଲୀରେ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟ ସାକ୍ଷାତ
31 Jul, 2026

ନୂଆଦିଲ୍ଲୀରେ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟ ସାକ୍ଷାତ

ଆଜି ନୂଆଦିଲ୍ଲୀଠାରେ ମାନ୍ୟବର କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି।
ଏହି ଅବସରରେ ରାଜ୍ୟର ଆଭ୍ୟନ୍ତରୀଣ ସୁରକ୍ଷା, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସମବାୟ କ୍ଷେତ୍ରର ସୁଦୃଢ଼ୀକରଣ ଏବଂ ସାମଗ୍ରିକ ବିକାଶ ସମ୍ପର୍କରେ ସକାରାତ୍ମକ ଆଲୋଚନା ହୋଇଥିଲା। କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଏକ ବିକଶିତ ଏବଂ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମେ ପ୍ରତିବଦ୍ଧ। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |