• ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ JSL, IOCL, JSW ଷ୍ଟିଲ୍ ଏବଂ ଟାଟା ଷ୍ଟିଲ୍‌ର ଶିଳ୍ପ ନେତୃବୃନ୍ଦଙ୍କ ସହ ଏକାଧିକ ବୈଠକ କରିଥିଲେ ।  ବୈଠକରେ ମୂଲ୍ୟଯୁକ୍ତ ଉତ୍ପାଦନକୁ ପ୍ରୋତ୍ସାହନ, ଶିଳ୍ପ କ୍ଷେତ୍ରରେ ଅଧିକ ସହଯୋଗ ଏବଂ ନୂତନ ନିବେଶର ସୁଯୋଗ ସୃଷ୍ଟି ମାଧ୍ୟମରେ ଓଡ଼ିଶାର ଧାତୁ ଆଧାରିତ ଡାଉନଷ୍ଟ୍ରିମ୍ ଶିଳ୍ପ, ରାସାୟନିକ ଓ ପେଟ୍ରୋକେମିକାଲ୍‌ କ୍ଷେତ୍ରକୁ ସୁଦୃଢ଼ କରିବା ନେଇ ଆଲୋଚନା ହୋଇଥିଲା।  ଏଥିସହ ରାଜ୍ୟରେ ସ୍ଥାୟୀ ଶିଳ୍ପ ଅଭିବୃଦ୍ଧି ସୁନିଶ୍ଚିତ କରିବା ସହ ଏକ ସୁଦୃଢ଼ ଓ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ଶିଳ୍ପ ପରିବେଶ ଗଠନ ଦିଗରେ ଓଡ଼ିଶାର ପ୍ରତିବଦ୍ଧତାକୁ ଆହୁରି ଦୃଢ଼ କରିବା ଉପରେ ଗୁ

08 Aug, 2026

ଓଡ଼ିଶାରେ ନୂତନ ନିବେଶ ଓ ଶିଳ୍ପ ସମ୍ପ୍ରସାରଣ ନେଇ ଶିଳ୍ପ ନେତୃବୃନ୍ଦଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ JSL, IOCL, JSW ଷ୍ଟିଲ୍ ଏବଂ ଟାଟା ଷ୍ଟିଲ୍‌ର ଶିଳ୍ପ ନେତୃବୃନ୍ଦଙ୍କ ସହ ଏକାଧିକ ବୈଠକ କରିଥିଲେ ।

ବୈଠକରେ ମୂଲ୍ୟଯୁକ୍ତ ଉତ୍ପାଦନକୁ ପ୍ରୋତ୍ସାହନ, ଶିଳ୍ପ କ୍ଷେତ୍ରରେ ଅଧିକ ସହଯୋଗ ଏବଂ ନୂତନ ନିବେଶର ସୁଯୋଗ ସୃଷ୍ଟି ମାଧ୍ୟମରେ ଓଡ଼ିଶାର ଧାତୁ ଆଧାରିତ ଡାଉନଷ୍ଟ୍ରିମ୍ ଶିଳ୍ପ, ରାସାୟନିକ ଓ ପେଟ୍ରୋକେମିକାଲ୍‌ କ୍ଷେତ୍ରକୁ ସୁଦୃଢ଼ କରିବା ନେଇ ଆଲୋଚନା ହୋଇଥିଲା।

ଏଥିସହ ରାଜ୍ୟରେ ସ୍ଥାୟୀ ଶିଳ୍ପ ଅଭିବୃଦ୍ଧି ସୁନିଶ୍ଚିତ କରିବା ସହ ଏକ ସୁଦୃଢ଼ ଓ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ଶିଳ୍ପ ପରିବେଶ ଗଠନ ଦିଗରେ ଓଡ଼ିଶାର ପ୍ରତିବଦ୍ଧତାକୁ ଆହୁରି ଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |