ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକମାନଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନ ବନ୍ଦରଠାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
23 Jun, 2026

ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକମାନଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଅମର ଆତ୍ମାର ସଦ୍‍ଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧