• UAE ସହ ଓଡ଼ିଶାର ନିବେଶ ଓ ଅର୍ଥନୈତିକ ସହଯୋଗ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ

10 Sep, 2026

UAE ସହ ଓଡ଼ିଶାର ନିବେଶ ଓ ଅର୍ଥନୈତିକ ସହଯୋଗ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ

ୟୁଏଇ (UAE) ସହିତ ଓଡ଼ିଶାର ଅର୍ଥନୈତିକ ଏବଂ ନିବେଶ ସମ୍ବନ୍ଧୀୟ ସହଯୋଗକୁ ସୁଦୃଢ଼ ​​କରିବା ଲକ୍ଷ୍ୟରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁବାଇ ଠାରେ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ 'କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟ'ର ଅଧ୍ୟକ୍ଷ ମାନ୍ୟବର ଅବଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କୁ ଭେଟିଛନ୍ତି ।

ଏହି ବୈଠକରେ ଓଡ଼ିଶା ଓ ୟୁଏଇ ମଧ୍ୟରେ ଅର୍ଥନୈତିକ ସମ୍ପର୍କକୁ ମଜବୁତ କରିବା, ଓଡ଼ିଶାର ଅନୁକୂଳ ବ୍ୟବସାୟିକ ପରିବେଶ ଓ ଶିଳ୍ପାୟନ କ୍ଷେତ୍ରରେ ଥିବା ସମ୍ଭାବନାକୁ ଉପସ୍ଥାପନ କରିବା ଏବଂ ବିଭିନ୍ନ ପ୍ରମୁଖ କ୍ଷେତ୍ରରେ ନିବେଶ ଓ ସହଯୋଗ ପାଇଁ ନୂତନ ପନ୍ଥା ଅନ୍ୱେଷଣ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |