• ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଆଦର୍ଶରେ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ

09 Oct, 2026

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଆଦର୍ଶରେ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପଣ୍ଡିତ ଗୋପବନ୍ଧୁଙ୍କ ‘ମାନବସେବା ହିଁ ମାଧବସେବା’ ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟ ସରକାର ପ୍ରତ୍ୟେକ ବର୍ଗଙ୍କ କଲ୍ୟାଣ, ଓଡ଼ିଆ ଅସ୍ମିତାର ସୁରକ୍ଷା ତଥା ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |