• ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଧାନସଭା ପରିସରସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି। ଓଡ଼ିଶାର ସ୍ୱାଭିମାନ, ସେବା, ତ୍ୟାଗ ଓ ମାନବିକତାର ପ୍ରତୀକ ଉତ୍କଳମଣିଙ୍କ ଆଦର୍ଶ ଆମ ସମସ୍ତଙ୍କ ପାଇଁ ସଦା ପ୍ରେରଣାର ଉତ୍ସ ।  ଲୋକକଲ୍ୟାଣ ଓ ସମାଜସେବା ପ୍ରତି ତାଙ୍କର ଅତୁଳନୀୟ ଅବଦାନ ଆଗାମୀ ପିଢ଼ିକୁ ସଦା ଆଲୋକିତ କରୁଥିବ। ତାଙ୍କ ପବିତ୍ର ସ୍ମୃତି ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

14 Jul, 2026

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ: ମୁଖ୍ୟମନ୍ତ୍ରୀଙ୍କ ପୁଷ୍ପମାଲ୍ୟ ଅର୍ପଣ

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଧାନସଭା ପରିସରସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି। ଓଡ଼ିଶାର ସ୍ୱାଭିମାନ, ସେବା, ତ୍ୟାଗ ଓ ମାନବିକତାର ପ୍ରତୀକ ଉତ୍କଳମଣିଙ୍କ ଆଦର୍ଶ ଆମ ସମସ୍ତଙ୍କ ପାଇଁ ସଦା ପ୍ରେରଣାର ଉତ୍ସ । 
ଲୋକକଲ୍ୟାଣ ଓ ସମାଜସେବା ପ୍ରତି ତାଙ୍କର ଅତୁଳନୀୟ ଅବଦାନ ଆଗାମୀ ପିଢ଼ିକୁ ସଦା ଆଲୋକିତ କରୁଥିବ। ତାଙ୍କ ପବିତ୍ର ସ୍ମୃତି ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧