ସୁନାବେଡ଼ା HALରେ ୨ୟ ‘ଶକ୍ତି’ ଇଞ୍ଜିନ୍ ମାନୁଫାକ୍ଚରିଂ କମ୍ପ୍ଲେକ୍ସ ଉଦ୍‌ଘାଟିତ, ପ୍ରତିରକ୍ଷା କ୍ଷେତ୍ରରେ ଓଡ଼ିଶାର…

06 Oct, 2026

କୋରାପୁଟର ସୁନାବେଡ଼ା ସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ପରିସରରେ ୨ୟ ‘ଶକ୍ତି’ ଇଞ୍ଜିନ୍ ମାନୁଫାକ୍ଚରିଂ କମ୍ପ୍ଲେକ୍ସର ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହଙ୍କ ସହ ଯୋଗଦେଇଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ…

‘କଳିଙ୍ଗ ଷ୍ଟୁଡିଓ’ର ଶୁଭ ଲୋକାର୍ପଣ, ଆନ୍ତର୍ଜାତୀୟ ମାନର ଚଳଚ୍ଚିତ୍ର ପାଇଁ ଯୁବପ୍ରତିଭାଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

05 Oct, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡ଼ିଓ’ ଏବଂ ସିନେମା ଐତିହ୍ୟ ସୁରକ୍ଷା ନିମନ୍ତେ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମର ଶୁଭ ଲୋକାର୍ପଣ କରିବା ସଙ୍ଗେ ସଙ୍ଗେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ନୂତନ ଅଫିସିଆଲ୍ ପୋର୍ଟାଲକୁ ଉନ୍ମୋଚନ କରିଛନ୍ତି ।  ଷ୍ଟୁଡିଓ ପରିସରରେ ବିଶ୍ୱସ୍ତରୀୟ ଇନଡୋର…

ଶହୀଦ ବାଜି ରାଉତଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ, ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

05 Oct, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶା ବିଧାନସଭାଠାରେ ଦେଶର କନିଷ୍ଠତମ ଶହୀଦ ବାଜି ରାଉତଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଭୁବନେଶ୍ୱରରେ ଓଡ଼ିଶା ଟ୍ରାଭେଲ୍ ବଜାରର ସପ୍ତମ ସଂସ୍କରଣ ଉଦ୍‌ଘାଟିତ, ପର୍ଯ୍ୟଟନ କ୍ଷେତ୍ରରେ ନିବେଶ ପାଇଁ ଜାତୀୟ ଓ…

03 Oct, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଓଡ଼ିଶା ଟ୍ରାଭେଲ୍ ବଜାରର ସପ୍ତମ ସଂସ୍କରଣକୁ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ସମୃଦ୍ଧ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ରହିଥିବା ଅପାର ସମ୍ଭାବନାକୁ ପ୍ରଦର୍ଶିତ କରିବା ସହ ରାଜ୍ୟରେ ନିବେଶ ପାଇଁ ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକ, ହୋଟେଲ୍ ଓ ଆତିଥେୟତା…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |