ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧,୦୦୦ କୋଟିର ଦଶ-ସୂତ୍ରୀ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା

18 Aug, 2026

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଜନିତ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍, ଉଦ୍ଧାର ଓ ପୁନରୁଦ୍ଧାର କାର୍ଯ୍ୟକୁ ବ୍ୟାପକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଞ୍ଚଳର ସ୍ଥିତି ସମୀକ୍ଷା କରିବା ସହ ବିପନ୍ନ…

ଟ୍ୱିନ୍ ସିଟିର ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

18 Aug, 2026

ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି । ନଗରବାସୀଙ୍କ ଯାତାୟାତକୁ ସୁଗମ ଓ ସୁରକ୍ଷିତ କରିବା ପାଇଁ ଟ୍ୱିନ୍ ସିଟିର ସମସ୍ତ ଖରାପ ରାସ୍ତା ଓ ପ୍ରମୁଖ ଟ୍ରାଫିକ୍ ଜଙ୍କସନ୍‌ଗୁଡ଼ିକର ତୁରନ୍ତ…

ଭଦ୍ରକ ଜିଲ୍ଲାର ତିହିଡି ବ୍ଲକ୍ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ…

17 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ତିହିଡି ବ୍ଲକ୍ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି ଏବଂ ନିକଟସ୍ଥ ଗ୍ରାମଗୁଡ଼ିକର ପ୍ରଭାବିତ ଜନସାଧାରଣଙ୍କୁ ସିଧାସଳଖ ଭେଟି ସେମାନଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଯାଜପୁର ଦଶରଥପୁରରେ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

17 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍ ଅନ୍ତର୍ଗତ କସପା ଓ ତରପଡ଼ା ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାମଚନ୍ଦ୍ରପୁର, ବାଲଦା ଏବଂ ଦୋଭାବିଲ ଗ୍ରାମର ପ୍ରଭାବିତ ଜନସାଧାରଣଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |