ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ମାଟିର ଅନନ୍ୟ ଗୌରବ, ସମଗ୍ର ରାଷ୍ଟ୍ରର ପ୍ରେରଣା ଓ ଅଦମ୍ୟ ସଂକଳ୍ପର…

20 Jun, 2026

ଓଡ଼ିଶା ମାଟିର ଅନନ୍ୟ ଗୌରବ, ସମଗ୍ର ରାଷ୍ଟ୍ରର ପ୍ରେରଣା ଓ ଅଦମ୍ୟ ସଂକଳ୍ପର ପ୍ରତୀକ, ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।ଆପଣଙ୍କର ଐତିହାସିକ ଜୀବନ-ଯାତ୍ରା ଭାରତୀୟ ଗଣତନ୍ତ୍ରର ଶକ୍ତି ଏବଂ ଆମ ମାତୃଶକ୍ତିର ସର୍ବଶ୍ରେଷ୍ଠ ବିଜୟ। ସମସ୍ତ ସଂଘର୍ଷ ଓ ପ୍ରତିକୂଳତାକୁ ପରାହତ କରି ଆପଣ ଯେଉଁ ସୁଦୃଢ଼…

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ଏମ୍ସ ଭୁବନେଶ୍ୱର ସହାଭାଗିତାରେ…

19 Jun, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ଏମ୍ସ ଭୁବନେଶ୍ୱର ସହାଭାଗିତାରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିରର ଶୁଭାରମ୍ଭ ଅବସରରେ ଯୋଗ ଦେଇଛନ୍ତି । ଏହି ଅବସରରେ  ମାନ୍ୟବର ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ…

ମାନ୍ୟବର ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

19 Jun, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତ ଅବସରରେ ମୟୂରଭଞ୍ଜଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବାକୁ ଯାଉଛନ୍ତି । ଏହି ଅବସରରେ ମାନ୍ୟବର ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ  ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ୪୫ତମ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA) ବୈଠକ…

17 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ୪୫ତମ ଉଚ୍ଚସ୍ତରୀୟ କ୍ଲିୟରାନ୍‍ସ ଅଥରିଟି (HLCA) ବୈଠକ ଅନୁଷ୍ଠିତ ହୋଇଥିଲା, ଯାହା ଭାରତର ଦ୍ରୁତତମ ଅଭିବୃଦ୍ଧିଶୀଳ ନିବେଶ ଗନ୍ତବ୍ୟସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ଓଡ଼ିଶାର ସ୍ଥିତିକୁ ପୁନଃନିର୍ଦ୍ଦିଷ୍ଟ କରିଥିଲା ।ମୁଖ୍ୟ ସୂଚନା:✅ ୯ଟି ଜିଲ୍ଲାରେ ୨୦ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପ ମଞ୍ଜୁର ହୋଇଛି ।✅ ₹୭୬,୬୧୨…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧