ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ପ୍ରଶାସନ, ପୋଲିସ ଉଚ୍ଚ ପଦାଧିକାରୀ ଏବଂ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କ ସହିତ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି ।
14 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ପ୍ରଶାସନ, ପୋଲିସ ଉଚ୍ଚ ପଦାଧିକାରୀ ଏବଂ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କ ସହିତ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ପ୍ରଶାସନ, ପୋଲିସ ଉଚ୍ଚ ପଦାଧିକାରୀ ଏବଂ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କ ସହିତ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ରାଜ୍ୟ ପୋଲିସକୁ ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇ କାମ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ  ପରାମର୍ଶ ଦେଇଛନ୍ତି । ଜିଲ୍ଲାସ୍ତରରେ ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀମାନେ ମିଳିତ ଭାବେ ଗୋଟିଏ ଟିମ୍ ହୋଇ କାମ କରିବା ଆବଶ୍ୟକ ବୋଲି କହିବା ସହ କ୍ରାଇମ୍‌ ମ୍ୟାପିଙ୍ଗ୍, ଗୁଇନ୍ଦା ତଥ୍ୟ, କଡାକଡ଼ି ପାଟ୍ରୋଲିଙ୍ଗ୍ ଏବଂ ଆଗୁଆ ପଦକ୍ଷେପ (Pro-Active Action) ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |