ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ଭବନଠାରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟୀ, ମନ୍ତ୍ରୀମଣ୍ଡଳର ସହଯୋଗୀ ମନ୍ତ୍ରୀଗଣ ଏବଂ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ସମ୍ମାନିତ କୁଳପତିମାନଙ୍କ ସହ ମିଶି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ପ୍ରେରଣାଦାୟୀ 'ମନ୍ କି ବାତ୍' କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
31 May, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ଭବନଠାରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟୀ, ମନ୍ତ୍ରୀମଣ୍ଡଳର ସହଯୋଗୀ ମନ୍ତ୍ରୀଗଣ ଏବଂ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ସମ୍ମାନିତ କୁଳପତିମାନଙ୍କ ସହ ମିଶି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ପ୍ରେରଣାଦାୟୀ 'ମନ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ଭବନଠାରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟୀ, ମନ୍ତ୍ରୀମଣ୍ଡଳର ସହଯୋଗୀ ମନ୍ତ୍ରୀଗଣ ଏବଂ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ସମ୍ମାନିତ କୁଳପତିମାନଙ୍କ ସହ ମିଶି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ପ୍ରେରଣାଦାୟୀ 'ମନ୍ କି ବାତ୍' କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।
​ଜନଭାଗିଦାରୀ ଏବଂ ସମାଜ ସଂସ୍କାର ଉପରେ ଆଧାରିତ, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରେରଣାଦାୟୀ ବିଚାର ଆମ ସମସ୍ତଙ୍କ ମଧ୍ୟରେ ଏକ ନୂତନ ଉତ୍ସାହ ସୃଷ୍ଟି କରିଛି। ଏହା ଆମକୁ ଦେଶ ତଥା ରାଜ୍ୟର ସର୍ବାଙ୍ଗୀନ ବିକାଶ ଏବଂ ଏକ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବାକୁ ନୂତନ ଶକ୍ତି ଓ ପ୍ରେରଣା ପ୍ରଦାନ କରିବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧