ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଆୟୋଜିତ ଜନଶୁଣାଣି କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସୁବିଧାକୁ ଗୁରୁତ୍ୱ ଦେଇ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଏହି ଅବସରରେ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ
01 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଆୟୋଜିତ ଜନଶୁଣାଣି କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସୁବିଧାକୁ ଗୁରୁତ୍ୱ ଦେଇ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଏହି ଅବସରରେ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଆୟୋଜିତ ଜନଶୁଣାଣି କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସୁବିଧାକୁ ଗୁରୁତ୍ୱ ଦେଇ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଏହି ଅବସରରେ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକଙ୍କ ପ୍ରତ୍ୟେକ ଅଭିଯୋଗ ଶୁଣିବା ସହିତ ତୁରନ୍ତ ସମାଧାନ ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧