ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଛନ୍ତି।
12 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହି ଅବସରରେ ସାମ୍ବାଦିକମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ଲୋକଙ୍କ ସୁବିଧା, ଉତ୍ତମ ସେବା, ସୁଶାସନ ସହ ‘ସମୃଦ୍ଧ ଓଡ଼ିଶା’ ଗଠନ ନେଇ ସରକାରଙ୍କ ଉଦ୍ୟମ ଏବଂ ବିଭିନ୍ନ ଲୋକାଭିମୁଖୀ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧