ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ମାନ୍ୟବର ରାଜ୍ୟପାଳ  ଡକ୍ଟର ହରିବାବୁ କମ୍ଭମପାଟି ଙ୍କ ଜନ୍ମଦିନ ଅବସରରେ ସାଦର ଅଭିନନ୍ଦନ ଓ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି।
15 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଙ୍କ ଜନ୍ମଦିନ ଅବସରରେ ସାଦର ଅଭିନନ୍ଦନ ଓ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ମାନ୍ୟବର ରାଜ୍ୟପାଳ  ଡକ୍ଟର ହରିବାବୁ କମ୍ଭମପାଟି ଙ୍କ ଜନ୍ମଦିନ ଅବସରରେ ସାଦର ଅଭିନନ୍ଦନ ଓ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଆମ ରାଜ୍ୟର ବିକାଶ ଯାତ୍ରାରେ ଆପଣଙ୍କର ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ଅତ୍ୟନ୍ତ ପ୍ରେରଣାଦାୟୀ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ରାଷ୍ଟ୍ର ସେବା ପାଇଁ ନିରନ୍ତର ଶକ୍ତି ପ୍ରଦାନ କରନ୍ତୁ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧