ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଅନୁଷ୍ଠିତ ହୋଇଛି ।
22 Jun, 2026

ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଅନୁଷ୍ଠିତ ହୋଇଛି ।

ରାଜ୍ୟରେ ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପ୍ରାକ୍-ପ୍ରସ୍ତୁତି ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ‘ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୬’ (SLNCC) ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ସମ୍ପୂର୍ଣ୍ଣ 'ଫୁଲ୍ ପ୍ରୁଫ୍' ବ୍ୟବସ୍ଥା ବିକଶିତ କରିଛି। ଏହି ଫୁଲ୍ ପ୍ରୁଫ୍ ବ୍ୟବସ୍ଥାକୁ ବଜାୟ ରଖିବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ 'ପ୍ରାକୃତିକ ବିପର୍ଯ୍ୟୟ କମିଟି' ବୈଠକ ଅନୁଷ୍ଠିତ :- 
✅୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ମିଳିବ ୬ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି
✅ସୋସିଆଲ ମିଡିଆ ମାଧ୍ୟମରେ ମୋବାଇଲରେ ମିଳିବ ସଠିକ୍ ସୂଚନା
✅ ଜିରୋ କାଜୁଆଲ୍‌ଟି' ଆମର ସଙ୍କଳ୍ପ, ବିପର୍ଯ୍ୟୟ ପରିଚାଳନାରେ କୌଣସି ଶିଥିଳତା ବରଦାସ୍ତ କରାଯିବ ନାହିଁ
✅ଏଲ୍ ନିନୋ ପ୍ରଭାବଜନିତ ପରିସ୍ଥିତିକୁ ସାମ୍‌ନା କରିବା ପାଇଁ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ମିଳିତ ଭାବେ (Whole of Government Approach) ପଦକ୍ଷେପ ନେବାକୁ ପରାମର୍ଶ
✅ କୃଷି ବିଭାଗକୁ କଣ୍ଟିନ୍‌ଜେନ୍ସି ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ
✅ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଫୁଲ୍ ପ୍ରୁଫ୍ କରିବା ଉପରେ ଗୁରୁତ୍ୱ 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧