• ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୋଏଡାସ୍ଥିତ ହାୟର୍‌ର ଉତ୍ପାଦନ କାରଖାନା ପରିଦର୍ଶନ କରିଛନ୍ତି

08 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୋଏଡାସ୍ଥିତ ହାୟର୍‌ର ଉତ୍ପାଦନ କାରଖାନା ପରିଦର୍ଶନ କରିଛନ୍ତି

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୋଏଡାସ୍ଥିତ ହାୟର୍‌ର ଉତ୍ପାଦନ କାରଖାନା ପରିଦର୍ଶନ କରିଛନ୍ତି ।

ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀ କମ୍ପାନୀର ଅଧିକାରୀ ଓ କର୍ମଚାରୀମାନଙ୍କ ସହ ଆଲୋଚନା କରିବା ସହ ଉତ୍ପାଦନ ପ୍ରକ୍ରିୟା ଏବଂ କାରଖାନାର ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ ।

ଏହି ପରିଦର୍ଶନ ଓଡ଼ିଶାରେ ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା, ଶିଳ୍ପ ସହଯୋଗକୁ ସୁଦୃଢ଼ କରିବା ଏବଂ ନୂତନ ନିବେଶର ସୁଯୋଗ ସୃଷ୍ଟି କରିବା ପ୍ରତି ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ପ୍ରତିଫଳନ । ଏଥିସହ ଏକ ସୁଦୃଢ଼, ସ୍ଥାୟୀ ଓ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ଶିଳ୍ପ ପରିବେଶ ଗଠନ ଦିଗରେ ଓଡ଼ିଶାର ଦୃଷ୍ଟିକୋଣକୁ ଆହୁରି ସୁଦୃଢ଼ କରୁଛି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |