• ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁମ୍ବାଇଠାରେ ଆୟୋଜିତ ଇଣ୍ଡିଆ କେମ୍ ୨୦୨୬ (INDIA CHEM 2026) ର ଉଦ୍‌ଘାଟନୀ ଅଧିବେଶନରେ ଯୋଗଦେଇଥିଲେ । ଏହି ଅବସରରେ ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜେ.ପି. ନଡ୍ଡା ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଅନୁପ୍ରିୟା ପଟେଲ ଉପସ୍ଥିତ ଥିଲେ ।  ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଅଂଶଗ୍ରହଣ ରାଜ୍ୟର ପ୍ରଚୁର ପ୍ରାକୃତିକ ସମ୍ପଦ, ସୁଦୃଢ଼ ଶିଳ୍ପଭିତ୍ତିଭୂମି, ପୁଞ୍ଜିନିବେଶ ଅନୁକୂଳ ଭିତ୍ତିଭୂମି ଏବଂ ପ୍ରଗତିଶୀଳ ନୀତିକୁ ଉପଯୋଗ କରି ରାସାୟନିକ ଓ ପେଟ୍ରୋକେମିକାଲ୍ ଶିଳ୍ପର ସମ୍ପ୍ରସାରଣ ପ୍ରତି ରାଜ୍ୟର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି

22 Oct, 2026

ରାସାୟନିକ ଓ ପେଟ୍ରୋକେମିକାଲ୍ ଶିଳ୍ପର ପ୍ରମୁଖ କେନ୍ଦ୍ର ହେବ ଓଡ଼ିଶା, ପୁଞ୍ଜିନିବେଶ ଓ ନିଯୁକ୍ତି ସୃଷ୍ଟି ଉପରେ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁମ୍ବାଇଠାରେ ଆୟୋଜିତ ଇଣ୍ଡିଆ କେମ୍ ୨୦୨୬ (INDIA CHEM 2026) ର ଉଦ୍‌ଘାଟନୀ ଅଧିବେଶନରେ ଯୋଗଦେଇଥିଲେ । ଏହି ଅବସରରେ ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜେ.ପି. ନଡ୍ଡା ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଅନୁପ୍ରିୟା ପଟେଲ ଉପସ୍ଥିତ ଥିଲେ ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଅଂଶଗ୍ରହଣ ରାଜ୍ୟର ପ୍ରଚୁର ପ୍ରାକୃତିକ ସମ୍ପଦ, ସୁଦୃଢ଼ ଶିଳ୍ପଭିତ୍ତିଭୂମି, ପୁଞ୍ଜିନିବେଶ ଅନୁକୂଳ ଭିତ୍ତିଭୂମି ଏବଂ ପ୍ରଗତିଶୀଳ ନୀତିକୁ ଉପଯୋଗ କରି ରାସାୟନିକ ଓ ପେଟ୍ରୋକେମିକାଲ୍ ଶିଳ୍ପର ସମ୍ପ୍ରସାରଣ ପ୍ରତି ରାଜ୍ୟର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି । ଏଥିସହ ଡାଉନ୍‌ଷ୍ଟ୍ରିମ୍ ଉତ୍ପାଦନ କ୍ଷେତ୍ରକୁ ସୁଦୃଢ଼ କରିବା, ଉତ୍ପାଦର ମୂଲ୍ୟବୃଦ୍ଧିକୁ ପ୍ରୋତ୍ସାହିତ କରିବା ଏବଂ ନୂତନ ପୁଞ୍ଜିନିବେଶ ଆକର୍ଷିତ କରି ରୋଜଗାରର ସୁଯୋଗ ସୃଷ୍ଟି କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।

ରାସାୟନିକ ଓ ପେଟ୍ରୋକେମିକାଲ୍ ଉତ୍ପାଦନର ଏକ ପ୍ରମୁଖ କେନ୍ଦ୍ର ଭାବେ ଓଡ଼ିଶାକୁ ଗଢ଼ିତୋଳିବା ଦିଗରେ ରାଜ୍ୟ ଆଗେଇ ଚାଲିଛି। ଏହା ଶିଳ୍ପାୟନର ଅଭିବୃଦ୍ଧି ସହ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟକୁ ସାକାର କରିବାରେ ସହାୟକ ହେବ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |