• ୧୮ତମ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା: ୨,୦୬୭ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

01 Nov, 2026

୧୮ତମ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା: ୨,୦୬୭ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ୧୮ତମ ରାଜ୍ୟସ୍ତରୀୟ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨,୦୬୭ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ଆନୁଷ୍ଠାନିକ ଭାବେ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ।

୨୦୨୪ ଜୁନ୍ ମାସଠାରୁ ଆରମ୍ଭ ହୋଇଥିବା ପାରଦର୍ଶୀ ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ରାଜ୍ୟରେ ଏପର୍ଯ୍ୟନ୍ତ ସର୍ବମୋଟ ୪୮,୬୦୦ରୁ ଅଧିକ ସରକାରୀ ପଦବୀ ପୂରଣ କରାଯାଇଛି । ଶିକ୍ଷାଦାନ କେବଳ ଏକ ବୃତ୍ତି ନୁହେଁ, ବରଂ ଏକ ଗୁରୁତ୍ୱପୂର୍ଣ୍ଣ ସାମାଜିକ ଦାୟିତ୍ୱ ବୋଲି ଉଲ୍ଲେଖ କରି ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ଆଦର୍ଶ ମାର୍ଗଦର୍ଶକ ସାଜିବାକୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ ଓ କର୍ମଚାରୀମାନଙ୍କୁ ଆହ୍ୱାନ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |