‘ଆଙ୍ଗନ୍ କା ଉତ୍ସବ’ ଓ ‘ରାଷ୍ଟ୍ରୀୟ ପୋଷଣ ମାସ’: ସୁ-ପୋଷିତ ଓ ବିକଶିତ ଓଡ଼ିଶା ଗଠନ ପାଇଁ ପ୍ରତିବଦ୍ଧତା ଦୋହରାଇଲେ…

29 Sep, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ରଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ‘୯ମ ରାଷ୍ଟ୍ରୀୟ ପୋଷଣ ମାସ’ ପାଳନ ସମାରୋହରେ ଯୋଗଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କୁନିକୁନି ଶିଶୁମାନଙ୍କ ସହ ସ୍ନେହଭରା ସମୟ ବିତାଇବା ସହ ସେମାନଙ୍କୁ ସ୍କୁଲ କିଟ୍ ବଣ୍ଟନ କରିଥିଲେ ଓ ନିଜ ହାତରେ…

ବର୍ଷା ପ୍ରଭାବିତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ନିର୍ଦ୍ଦେଶ

27 Sep, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲା ଚାନ୍ଦିଲି ହାଇସ୍କୁଲରେ ଅବପାତ ଜନିତ ବର୍ଷା ପ୍ରଭାବିତ ଲୋକଙ୍କ ସହ  କଥା ହୋଇ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଜନପ୍ରତିନିଧି ଏବଂ  ପ୍ରଶାସନିକ ଅଧିକାରୀମାନଙ୍କ ସହିତ ଆଲୋଚନା କରି  ରିଲିଫ୍ ଓ ସହାୟତା କାର୍ଯ୍ୟକୁ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅବପାତ ଜନିତ ପ୍ରବଳ ବର୍ଷା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି…

27 Sep, 2026

​ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରଭାବିତ ଅଞ୍ଚଳରେ ରିଲିଫ ବଣ୍ଟନ, ଉଦ୍ଧାର କାର୍ଯ୍ୟ, ପାନୀୟ ଜଳ ଏବଂ ସ୍ୱାସ୍ଥ୍ୟ ସେବା ପ୍ରଦାନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରିରହିଛି ।  ପ୍ରଭାବିତମାନଙ୍କ  ନିକଟରେ ପ୍ରାଥମିକତା ଭିତ୍ତିରେ ଆବଶ୍ୟକୀୟ ସହାୟତା ପହଞ୍ଚାଇବା ନିମନ୍ତେ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ…

୧୭ତମ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା: ୪ ବିଭାଗର ୧,୧୦୧ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

26 Sep, 2026

ରାଜ୍ୟର ଯୁବପିଢ଼ିଙ୍କ ଆକାଂକ୍ଷାକୁ ସାକାର କରିବା ଏବଂ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ ଓ ଲୋକାଭିମୁଖୀ କରିବା ଦିଗରେ ରାଜ୍ୟ ସରକାର ନିରନ୍ତର ସଂକଳ୍ପବଦ୍ଧ ଭାବେ କାର୍ଯ୍ୟ କରୁଛନ୍ତି । ଭୁବନେଶ୍ୱରସ୍ଥିତ OUAT କୃଷି ଶିକ୍ଷା ସଦନଠାରେ ଆୟୋଜିତ ୧୭ତମ ରାଜ୍ୟସ୍ତରୀୟ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୪ଟି ପ୍ରମୁଖ ବିଭାଗର…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |