କଳାହାଣ୍ଡି ସାଂସଦ ତଥା କଳାହାଣ୍ଡିର ନେତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଜିଙ୍କୁ ଲୋକସେବା ଭବନରେ ଭେଟି…

03 Jan, 2026

କଳାହାଣ୍ଡି ସାଂସଦ ତଥା କଳାହାଣ୍ଡିର ନେତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଜିଙ୍କୁ ଲୋକସେବା ଭବନରେ ଭେଟି କାଲାହାଣ୍ଡି ଅଞ୍ଚଳର ବିକାଶ ବିଷୟରେ ଆଲୋଚନା କରିଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ପୂର୍ବତନ ମୁଖ୍ୟମନ୍ତ୍ରୀ…

03 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଓଡ଼ିଶା ସତର୍କତା ବିଭାଗର ବିଭିନ୍ନ କାର୍ଯ୍ୟ ସମୀକ୍ଷା…

02 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଓଡ଼ିଶା ସତର୍କତା ବିଭାଗର ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ଅବସରରେ ସତର୍କତା ବିଭାଗର ନିର୍ଦ୍ଦେଶକ ରାଜ୍ୟ ସତର୍କତା ଏକାଡେମୀ ଦ୍ୱାରା ପ୍ରାପ୍ତ ISO ପ୍ରମାଣପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ଆୟୋଜିତ ୩୯ ତମ ସ୍ୱାଧୀନତା…

02 Jan, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ଆୟୋଜିତ ୩୯ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ମହୋତ୍ସବରେ ଅଂଶଗ୍ରହଣ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |