ଲୋକସେବା ଭବନରେ କ୍ୟାବିନେଟ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ।

05 Dec, 2025

ଲୋକସେବା ଭବନରେ କ୍ୟାବିନେଟ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ…

03 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ଉଦ୍‌ଯାପନୀ ସମାରୋହରେ ଯୋଗଦେଇଛନ୍ତି। ଭିନ୍ନକ୍ଷମମାନଙ୍କ ସମସ୍ୟା ଉପରେ ସରକାର ସବୁବେଳେ ପ୍ରାଥମିକତା ଦେଇଛନ୍ତି। ସେମାନଙ୍କୁ ଉପଯୁକ୍ତ ଶିକ୍ଷା ଓ ଯତ୍ନ ପ୍ରଦାନ କରି ସାମାଜରେ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଲୋକଙ୍କ ସରକାର ଗୁରୁତ୍ୱ ଦେଇ କାମ କରୁଛନ୍ତି ବୋଲି…

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ନାରୀନେତ୍ରୀ ତଥା ସମାଜସେବୀ ୰ ରମାଦେବୀ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ବିଧାନସଭା…

03 Dec, 2025

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ନାରୀନେତ୍ରୀ ତଥା ସମାଜସେବୀ ୰ ରମାଦେବୀ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନମାନଙ୍କ ସମ୍ବନ୍ଧରେ ଏକ…

02 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖଣି ଅଞ୍ଚଳରେ ପାର୍ଶ୍ୱବର୍ତ୍ତୀ ସ୍ଥାନଗୁଡ଼ିକରେ ସମ୍ପୂର୍ଣ୍ଣ ମୌଳିକ ସୁବିଧା ପ୍ରଦାନ ସହ ପ୍ରଦୂଷଣ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଇଛନ୍ତି। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |