ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ-୨୦୨୬: ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

16 Aug, 2026

ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରଠାରେ ଆୟୋଜିତ 'ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ - ୨୦୨୬' ରେ ଯୋଗଦେଇ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା, ଜନସାଧାରଣଙ୍କ ସୁରକ୍ଷା ଓ ନିରବଚ୍ଛିନ୍ନ ସେବା ପ୍ରଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କୁ ପଦକ ପ୍ରଦାନ କରି ସମ୍ମାନିତ…

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ: ମହାନ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

15 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ - ୨୦୨୬ ପାଳନ ଅବସରରେ ଯୋଗଦେଇ ଦେଶର ସ୍ବାଧୀନତା, ଅଖଣ୍ଡତା ପାଇଁ ବଳିଦାନ ଦେଇଥିବା ମହାନ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା:-✅ପୂର୍ବରୁ ବିଦ୍ୟାଳୟ ଗୁଡ଼ିକରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ…

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନରେ ସାମିଲ ହୋଇ ବାସଭବନରେ ତ୍ରିରଙ୍ଗା ଉଡାଇଲେ ମୁଖ୍ୟମନ୍ତ୍ରୀ

13 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି  'ଘରେ ଘରେ ତ୍ରିରଙ୍ଗା' ଅଭିଯାନରେ ସାମିଲ ହୋଇ ନିଜ ବାସଭବନରେ ତ୍ରିରଙ୍ଗା ଉଡାଇଛନ୍ତି, ଏବଂ ସାମାଜିକ ଗଣମାଧ୍ୟମ X ରେ ଏହାର ଫଟୋ ପୋଷ୍ଟ କରି ଜନ ସାଧାରଣଙ୍କୁ ଏହି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ।

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ଆଦାୟରେ ଦକ୍ଷତା ବୃଦ୍ଧି ଓ ପୁଞ୍ଜି ଏବଂ କାର୍ଯ୍ୟକ୍ରମ ବ୍ୟୟ…

11 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ କାର୍ଯ୍ୟକ୍ରମ ବ୍ୟୟକୁ ଆହୁରି ବୃଦ୍ଧି କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଏକ ଦକ୍ଷ ରାଜସ୍ୱ ଆଦାୟ ବ୍ୟବସ୍ଥାର ଆବଶ୍ୟକତା ଥିବା ବେଳେ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |