୧୬ତମ ନିଯୁକ୍ତି ମେଳାରେ ୧,୩୨୬ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

10 Aug, 2026

ସମୃଦ୍ଧ ଓ ବିକଶିତ ଓଡ଼ିଶାର ଭବିଷ୍ୟତ ଗଢ଼ିବା ଦିଗରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରସ୍ଥିତ ରେଳ ଅଡିଟୋରିୟମ୍‌ଠାରେ ଆୟୋଜିତ ୧୬ତମ ନିଯୁକ୍ତି ମେଳାରେ ୯ଟି ବିଭାଗର ୧,୩୨୬ ଜଣ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି । ରାଜ୍ୟର ଯୁବଶକ୍ତିଙ୍କ ଆଶା ଆକାଂକ୍ଷା ପୂରଣ କରିବା ସହ ସେମାନଙ୍କୁ…

ସ୍ୱର୍ଗତ ସରଳା ଦେବୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

09 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବିଧାନ ସଭା ନିକଟରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମହିଳା ବିଧାୟିକା ସ୍ବର୍ଗତ ସରଳା ଦେବୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି । 

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

09 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି ।  ଏହି ଅବସରରେ ଚଳିତ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, ପଞ୍ଚାୟତ, ସହର, ଘର, ବିଦ୍ୟାଳୟ ଓ କାର୍ଯ୍ୟାଳୟରେ ଗୌରବର ସହ ଜାତୀୟ ପତାକା ଉଡ଼ାଇବାକୁ ମୁଖ୍ୟମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

09 Aug, 2026

ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବିଧାନ ସଭା ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |