୭୭ତମ ରାଜ୍ୟସ୍ତରୀୟ ବନ ମହୋତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

07 Jul, 2026

ରାଜ୍ୟସ୍ତରୀୟ ୭୭ତମ ବନ ମହୋତ୍ସବ ଅବସରରେ ଭୁବନେଶ୍ୱରର ଓ଼ଲ୍ଡ ଟାଉନସ୍ଥିତ କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି  ।

ବ୍ରହ୍ମପୁର–ସୁରଟ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

06 Jul, 2026

ବ୍ରହ୍ମପୁର-ଉଧ୍‌ନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସ (ପ୍ରତିଦିନ ଚଳାଚଳ) ଟ୍ରେନ୍ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

‘ଶ୍ରୀକ୍ଷେତ୍ରରୁ ଶାବର ଶ୍ରୀକ୍ଷେତ୍ର’ ରେଳ ଚଳାଚଳ ସୁବିଧା

06 Jul, 2026

✅ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମାନ୍ୟବର ରେଳମନ୍ତ୍ରୀ ।✅ଉତ୍ତର ଓଡ଼ିଶା ପାଇଁ ଏକ ନୂଆ ଟ୍ରେନ ଆରମ୍ଭ ହେବ, ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧରେ ଘୋଷଣା କଲେ ମାନ୍ୟବର ରେଳମନ୍ତ୍ରୀ ।ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ‘ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନ’ର ଶୁଭାରମ୍ଭ ହୋଇଛି ।  ପୁରୀ ରେଳ ଷ୍ଟେସନଠାରେ ଆୟୋଜିତ ସ୍ୱତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜାପାନୀ କମ୍ପାନୀଙ୍କ ସହ MoC

03 Jul, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନର କନଭେନସନ୍‌ ସେଣ୍ଟରଠାରେ ଜାପାନର ବ୍ୟବସାୟିକ ପ୍ରତିନିଧିମଣ୍ଡଳୀଙ୍କ ସହିତ ଓଡ଼ିଶାରେ ପୁଞ୍ଜି ନିବେଶ ଏବଂ ବିଶେଷକରି ସବୁଜ ଅର୍ଥନୀତିର ଅଭିବୃଦ୍ଧି ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ACME ଗ୍ରୁପ ଓ IHI Corporation ସହିତ ଏକ ସହଯୋଗ ପତ୍ର( Memorandum of Cooperation, MoC) ସ୍ୱାକ୍ଷରିତ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |