ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଜନ ସରକାରଙ୍କ ଦ୍ୱିତୀୟ ବାର୍ଷିକୀ ଅବସରରେ ଓଡ଼ିଶାର ପ୍ରିୟ ଜନସାଧାରଣଙ୍କ…

12 Jun, 2026

ମୋର ପ୍ରିୟ ଓଡ଼ିଶାବାସୀ, ୧୨ ଜୁନ୍ ୨୦୨୪, ଆଜିକୁ ଠିକ୍ ଦୁଇ ବର୍ଷ ପୂର୍ବେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣା ଏବଂ ଆପଣମାନଙ୍କ ଆଶୀର୍ବାଦ ଓ ଅତୁଟ ଭରସାକୁ ପାଥେୟ କରି ରାଜ୍ୟରେ ଏକ ନୂତନ ସୁଶାସନ ଯୁଗର ଶୁଭାରମ୍ଭ ହୋଇଥିଲା। ଏହି ମାଟିର ପୁଅ ଭାବେ, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ମାର୍ଗଦର୍ଶନରେ ଆପଣମାନଙ୍କ ସେବା କରିବାର…

କେନ୍ଦ୍ର ସରକାରଙ୍କ ସେବା ଓ ସମର୍ପଣର ୧୨ ବର୍ଷ ଏବଂ ତୃତୀୟ ପାଳିର ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ…

09 Jun, 2026

କେନ୍ଦ୍ର ସରକାରଙ୍କ ସେବା ଓ ସମର୍ପଣର ୧୨ ବର୍ଷ ଏବଂ ତୃତୀୟ ପାଳିର ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ନିରନ୍ତର ସ୍ୱଚ୍ଛ ସେବା, ସୁଦୃଢ଼ ସୁଶାସନ ଓ ବ୍ୟାପକ ଗରିବ କଲ୍ୟାଣର ଅଭିଯାତ୍ରାର ୧୨ ବର୍ଷ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାରିପଦା ଗସ୍ତ ଅବସରରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୂତନ ୬୫୦…

08 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାରିପଦା ଗସ୍ତ ଅବସରରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୂତନ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଙ୍ଗ୍ ହସ୍ପିଟାଲ ଉଦ୍‍ଘାଟନ କରିଛନ୍ତି । ଉନ୍ନତ ସ୍ବାସ୍ଥ୍ୟସେବା ଭିତ୍ତିଭୂମିରେ ଆଧୁନିକ ସୁବିଧା, ଉନ୍ନ‌ତ ନିଦାନ ସେବା, ବିଶେଷଜ୍ଞ ଚିକିତ୍ସା ବିଭାଗ, ଗୁରୁତର ଚିକିତ୍ସା ସୁବିଧା, ଜରୁରୀକାଳୀନ ସେବା ଏବଂ ଉନ୍ନ‌ତ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି।

08 Jun, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ଲୋକଙ୍କୁ ଉନ୍ନତ ସେବା ପ୍ରଦାନ ସହ ରାଜ୍ୟ ବିକାଶ ପାଇଁ ୫ଟି ବିଭାଗର ୧୦ଟି ପ୍ରସ୍ତାବକୁ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |