ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଝାରସୁଗୁଡ଼ା ବିମାନ ବନ୍ଦରଠାରେ ପହଞ୍ଚିବା…

21 Apr, 2026

ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ  ଝାରସୁଗୁଡ଼ା ବିମାନ ବନ୍ଦରଠାରେ ପହଞ୍ଚିବା ପରେ ମାନ୍ୟବର ରାଜ୍ୟପାଳ ଶ୍ରୀ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ…

21 Apr, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଅବସରରେ ଆଜି ଝାରସୁଗୁଡା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲି।ଓଡ଼ିଶା ମାଟିର ସୁଯୋଗ୍ୟା କନ୍ୟା ତଥା ଦେଶର ପ୍ରଥମ ନାଗରିକଙ୍କ ଏହି ଗସ୍ତ ଆମ ରାଜ୍ୟ ପାଇଁ ଗର୍ବ ଓ ଗୌରବର ଏକ ଅନନ୍ୟ ମୁହୂର୍ତ୍ତ। ତାଙ୍କର ମାର୍ଗଦର୍ଶନ ଏବଂ ଉପସ୍ଥିତି ବିକଶିତ ଓଡ଼ିଶା ଗଠନ ଦିଗରେ ଆମକୁ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ରାଜ୍ୟର…

20 Apr, 2026

ସମୃଦ୍ଧ ଓଡ଼ିଶା ଗଢ଼ିବାରେ କୃଷକମାନେ ହିଁ ପ୍ରକୃତ ସାରଥୀ। କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇ ସେମାନଙ୍କୁ ଆହୁରି ସଶକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ଏହି କ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ରାଜ୍ୟର ୪୧ ଲକ୍ଷ ୬୮ ହଜାର ୫୮୨ ଜଣ ଚାଷୀଙ୍କୁ ସିଏମ-କିଷାନ…

କଟକର ଗତିରାଉତ ପାଟଣାଠାରେ ନବନିର୍ମିତ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବରେ…

20 Apr, 2026

କଟକର ଗତିରାଉତ ପାଟଣାଠାରେ ନବନିର୍ମିତ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହୋଇ ପ୍ରଭୁ ଶ୍ରୀରାମଙ୍କ ଦର୍ଶନ ଓ ଆଶୀର୍ବାଦ ଲାଭ କରିବାର ସୌଭାଗ୍ୟ ପ୍ରାପ୍ତ ହେଲା।ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆଦର୍ଶ ଓ ମର୍ଯ୍ୟାଦା ଆମ ସମାଜ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ। ଏହି ଭବ୍ୟ ମନ୍ଦିର ଆଗାମୀ ଦିନରେ ଅଧ୍ୟାତ୍ମିକ ଚେତନାର ଏକ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |