ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଖୋର୍ଦ୍ଧାର IDCO ଶିଳ୍ପ ଇଷ୍ଟେଟରେ EPIC ଗ୍ରୁପ୍ କମ୍ପାନୀ,…

24 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଖୋର୍ଦ୍ଧାର IDCO ଶିଳ୍ପ ଇଷ୍ଟେଟରେ EPIC ଗ୍ରୁପ୍ କମ୍ପାନୀ, Trimetro Garments ପରିଦର୍ଶନ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସିଆଇଆଇ, ଓଡ଼ିଶା ଚାପ୍ଟର ର ଅଧ୍ୟକ୍ଷ ଶ୍ରୀ ଅନୀଲ ସିଂ ଏବଂ…

22 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସିଆଇଆଇ, ଓଡ଼ିଶା ଚାପ୍ଟର ର ଅଧ୍ୟକ୍ଷ ଶ୍ରୀ ଅନୀଲ ସିଂ ଏବଂ ଉପାଧ୍ୟକ୍ଷ ଶ୍ରୀ ମଣିକାନ୍ତ ନାୟକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଆଗାମୀ ସିଆଇଆଇ ପୂର୍ବାଞ୍ଚଳ ପରିଷଦର ସମ୍ମିଳନୀ ଆୟୋଜନ ସଂପର୍କରେ ଆଲୋଚନା କରିଛନ୍ତି। 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ…

20 May, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ଲୋକଙ୍କୁ ଉନ୍ନତ ସେବା ପ୍ରଦାନ ସହ ରାଜ୍ୟ ବିକାଶ ପାଇଁ ୮ଟି ବିଭାଗର ୧୦ ଟି ପ୍ରସ୍ତାବକୁ ଆଲୋଚନା ପୂର୍ବକ ଅନୁମୋଦନ ମିଳିଛି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ କୋଲକାତାରେ ଜାପାନର କନସଲ ଜେନେରାଲ ଶ୍ରୀ…

20 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ କୋଲକାତାରେ ଜାପାନର କନସଲ ଜେନେରାଲ ଶ୍ରୀ ଇଶିକାୱା ଯୋଶିହିସାଙ୍କୁ ଭେଟି ବାଣିଜ୍ୟ, ନିବେଶ, ପର୍ଯ୍ୟଟନ, ପ୍ରଯୁକ୍ତିବିଦ୍ୟା ଏବଂ ଶିକ୍ଷାଗତ ଆଦାନପ୍ରଦାନ କ୍ଷେତ୍ରରେ ଓଡ଼ିଶା-ଜାପାନ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ଆଲୋଚନା କରିଛନ୍ତି।ଏହି ବୈଠକରେ ଓଡ଼ିଶା ଏବଂ ଜାପାନର ଟୋଟୋରି…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |