‘ଶ୍ରୀକ୍ଷେତ୍ରରୁ ଶାବର ଶ୍ରୀକ୍ଷେତ୍ର’ ରେଳ ଚଳାଚଳ ସୁବିଧା

06 Jul, 2026

✅ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମାନ୍ୟବର ରେଳମନ୍ତ୍ରୀ ।✅ଉତ୍ତର ଓଡ଼ିଶା ପାଇଁ ଏକ ନୂଆ ଟ୍ରେନ ଆରମ୍ଭ ହେବ, ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧରେ ଘୋଷଣା କଲେ ମାନ୍ୟବର ରେଳମନ୍ତ୍ରୀ ।ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ‘ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନ’ର ଶୁଭାରମ୍ଭ ହୋଇଛି ।  ପୁରୀ ରେଳ ଷ୍ଟେସନଠାରେ ଆୟୋଜିତ ସ୍ୱତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜାପାନୀ କମ୍ପାନୀଙ୍କ ସହ MoC

03 Jul, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନର କନଭେନସନ୍‌ ସେଣ୍ଟରଠାରେ ଜାପାନର ବ୍ୟବସାୟିକ ପ୍ରତିନିଧିମଣ୍ଡଳୀଙ୍କ ସହିତ ଓଡ଼ିଶାରେ ପୁଞ୍ଜି ନିବେଶ ଏବଂ ବିଶେଷକରି ସବୁଜ ଅର୍ଥନୀତିର ଅଭିବୃଦ୍ଧି ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ACME ଗ୍ରୁପ ଓ IHI Corporation ସହିତ ଏକ ସହଯୋଗ ପତ୍ର( Memorandum of Cooperation, MoC) ସ୍ୱାକ୍ଷରିତ…

IPICOL ଓ IHC ଗ୍ରୁପ୍ ମଧ୍ୟରେ ଐତିହାସିକ MoU ସ୍ୱାକ୍ଷରିତ

02 Jul, 2026

ଓଡ଼ିଶା ଶିଳ୍ପ ବିକାଶରେ ଆଉ ଏକ ନୂଆ ଅଧ୍ୟାୟ ।✅ୟୁଏଇର IHC ଗ୍ରୁପ୍ ସହ ୧.୧୦ ଲକ୍ଷ କୋଟି ଟଙ୍କାର ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଏମଓୟୁ ସ୍ଵାକ୍ଷରିତ ।✅୫୩,୫୦୦ ନିଯୁକ୍ତି ସୁଯୋଗ ।✅‘ଗ୍ରୀନ୍ ମେଟାଲ୍ସ’ ଓ ପରିବେଶ ଉପଯୋଗୀ ଶିଳ୍ପାୟନର ଧାରାକୁ ସୁଦୃଢ଼ କରିବାରେ ଏହି ପ୍ରକଳ୍ପ ସହାୟକ ହେବ ।ଲୋକଙ୍କ ସରକାରରେ ଓଡ଼ିଶା ଏକ ଶିଳ୍ପ ସମୃଦ୍ଧ ଅର୍ଥନୀତିରେ ପରିଣତ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଅବସରରେ…

24 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଧାନସଭା ପ୍ରାଙ୍ଗଣରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |