ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମାନ୍ୟବର…

17 Apr, 2026

ବିଶିଷ୍ଟ ଜନନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆଜି ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି। ତାଙ୍କର ଦୂରଦର୍ଶୀ ଚିନ୍ତାଧାରା ଏବଂ ସାହସିକତା ଆମ ସମସ୍ତଙ୍କ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ  ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଚଳିତ CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି…

16 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଚଳିତ CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ, ଲୋକସେବା ଭବନରେ ଭେଟିଛନ୍ତି। ଉଲ୍ଲେଖନୀୟ ସଫଳତା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା…

16 Apr, 2026

ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପରିବେଶରେ ସନ୍ତୁଳନ ରକ୍ଷା କରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ 'ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP'। ଏଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ…

‘ନାରୀଶକ୍ତି ବନ୍ଦନ ଅଧିନିୟମ’ କେବଳ ଏକ ଆଇନ୍ ନୁହେଁ, ବରଂ କୋଟି କୋଟି ମହିଳାଙ୍କ ସ୍ବପ୍ନର ଉଡ଼ାଣ ବୋଲି ମାନ୍ୟବର…

15 Apr, 2026

ଆଜି ଭୁବନେଶ୍ୱରସ୍ଥିତ ରେଳ ଅଡିଟୋରିୟମଠାରେ ଆୟୋଜିତ ‘ନାରୀଶକ୍ତି ବନ୍ଦନ’ କାର୍ଯ୍ୟକ୍ରମରେ ଯୋଗଦେଇ ମୁଁ ଅତ୍ୟନ୍ତ ଆନନ୍ଦିତ। ମାତୃଶକ୍ତିର ସମ୍ମାନ ଓ ସଶକ୍ତିକରଣ ଆମ ସଂସ୍କୃତିର ମୂଳଦୁଆ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଦୂରଦର୍ଶୀ ନେତୃତ୍ୱରେ ପ୍ରଣୀତ ଐତିହାସିକ  ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଆଗାମୀ ଦିନରେ ନୀତି ନିର୍ଦ୍ଧାରଣ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |