ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ନାରୀଶକ୍ତି ବନ୍ଦନ ସମ୍ମିଳନୀ’କୁ ସମ୍ବୋଧିତ କରିଛନ୍ତି।

13 Apr, 2026

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ନାରୀଶକ୍ତି ବନ୍ଦନ ସମ୍ମିଳନୀ’କୁ ସମ୍ବୋଧିତ କରିଛନ୍ତି। ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଅବସରରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଶୁଣିଛନ୍ତି। ନାରୀଶକ୍ତିଙ୍କ ସମ୍ମାନ ଉଦ୍ଦେଶ୍ୟରେ ସମର୍ପିତ ଏହିଭଳି କାର୍ଯ୍ୟକ୍ରମ 'Women-led Development' ବା 'ମହିଳା…

'ଆନନ୍ଦପୁର ମହୋତ୍ସବ'ର ଉଦ୍‍ଯାପନୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି।

13 Apr, 2026

କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଏକ ମୁଖ୍ୟ ନଗର ଓ ଏହା ପ୍ରାଚୀନ କାଳରୁ  ଏକ ପ୍ରସିଦ୍ଧ ନଗରୀ ଭାବେ ଖ୍ୟାତି ଲାଭ କରିଛି। ଓଡ଼ିଶାର ଧର୍ମ ପରମ୍ପରାରେ ଆନନ୍ଦପୁରର ସ୍ୱତନ୍ତ୍ରତା ରହିଛି ବୋଲି 'ଆନନ୍ଦପୁର ମହୋତ୍ସବ'ର ଉଦ୍‍ଯାପନୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ମହୋତ୍ସବ ଅବସରରେ ଆନନ୍ଦପୁର ଅଞ୍ଚଳର ସାମଗ୍ରିକ…

କେନ୍ଦୁଝର ଗସ୍ତ ସମୟରେ ସର୍କିଟ ହାଉସଠାରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ଜନସାଧାରଣଙ୍କୁ ଭେଟି ସେମାନଙ୍କର ସମସ୍ୟା ଓ…

13 Apr, 2026

ଆଜି କେନ୍ଦୁଝର ଗସ୍ତ ସମୟରେ ସର୍କିଟ ହାଉସଠାରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ଜନସାଧାରଣଙ୍କୁ ଭେଟି ସେମାନଙ୍କର ସମସ୍ୟା ଓ ଆବଶ୍ୟକତା ସମ୍ବନ୍ଧରେ ଆଲୋଚନା କଲି। ଲୋକଙ୍କ ଆପତ୍ତି-ଅଭିଯୋଗର ସମୟାନୁବର୍ତ୍ତୀ ତଥା ଉଚିତ ସମାଧାନ ପାଇଁ ମୁଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି। ଜନସାଧାରଣଙ୍କ ସେବା ହିଁ ଆମ ସରକାରଙ୍କ ମୂଳଲକ୍ଷ୍ୟ। ଶାସନ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପିଏମ୍ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର 'ପ୍ଲାଟିନମ୍…

13 Apr, 2026

ଆଜି ପିଏମ୍ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର 'ପ୍ଲାଟିନମ୍ ଜୁବୁଲି' ଉତ୍ସବରେ ଯୋଗଦେଲି।ଏହି ସ୍ମରଣୀୟ ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଅଭିଭାବକ, ପୁରାତନ ଏବଂ ବର୍ତ୍ତମାନର ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଶିକ୍ଷା କ୍ଷେତ୍ରରେ ଏହି ଅନୁଷ୍ଠାନର ଦୀର୍ଘ ବର୍ଷର ଅବଦାନ ଅତୁଳନୀୟ। ଆଗାମୀ ଦିନରେ ଏହି ଅନୁଷ୍ଠାନ ସଫଳତାର ନୂତନ ଶିଖର…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |