ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁରଠାରେ ୪୦, ୮୧୧ କୋଟି…

08 Apr, 2026

ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଲୋକଙ୍କ ସରକାରଙ୍କ ଆଉ ଏକ ବଳିଷ୍ଠ ପଦକ୍ଷେପ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁରଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। …

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧାର ଭୁଇଁପୁର ଠାରେ କାଲ୍ଡେରିସ୍ ପ୍ରକଳ୍ପର ଉଦଘାଟନ କରି…

08 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧାର ଭୁଇଁପୁର ଠାରେ କାଲ୍ଡେରିସ୍ ପ୍ରକଳ୍ପର ଉଦଘାଟନ କରି ଓଡ଼ିଶା ରେ ଚାଲିଥିବା ଶିଳ୍ପ ବିକାଶରେ ଏକ ପ୍ରମୁଖ ପଦକ୍ଷେପ ବୋଲି ମତବ୍ୟକ୍ତ କରିଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା, ଭୁଇଁପୁରଠାରେ ବିଭିନ୍ନ ଶିଳ୍ପ ଉତ୍ପାଦର ପ୍ରଦର୍ଶନୀ…

08 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା, ଭୁଇଁପୁରଠାରେ ବିଭିନ୍ନ ଶିଳ୍ପ ଉତ୍ପାଦର ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି। 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧାର ଭୂଇଁପୁରଠାରେ MAS ଆପାରେଲ୍ ପାର୍କର ଭୂମି ପୂଜନ ଉତ୍ସବରେ…

08 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧାର ଭୂଇଁପୁରଠାରେ MAS ଆପାରେଲ୍ ପାର୍କର ଭୂମି ପୂଜନ ଉତ୍ସବରେ ଯୋଗ ଦେଇଛନ୍ତି। ରାଜ୍ୟ ଶିଳ୍ପ ବିକାଶ ସହ ନିଯୁକ୍ତି କ୍ଷେତ୍ର ପାଇଁ ଏହି ପ୍ରକଳ୍ପ ନୂଆ ସମ୍ଭାବନା ସୃଷ୍ଟି କରିବ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |