ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡ଼ି ଛୁଆଁଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ…

04 Apr, 2026

ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି ବୋଲି ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ‘…

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସରରେ ଥିବା ସ୍ୱଭାବ କବିଙ୍କ…

04 Apr, 2026

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସରରେ ଥିବା ସ୍ୱଭାବ କବିଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତୀୟ ଜନଗଣନା-୨୦୨୭ ପରିପ୍ରେକ୍ଷୀରେ ସେଲ୍ଫ ଏନୁମରେସନ୍ (Self -…

03 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତୀୟ ଜନଗଣନା-୨୦୨୭ ପରିପ୍ରେକ୍ଷୀରେ ସେଲ୍ଫ ଏନୁମରେସନ୍ (Self - Enumeration) / ସ୍ଵ-ଗଣନା କରିଛନ୍ତି । ଅନଲାଇନ ପୋର୍ଟାଲ https://se.census.gov.in ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନିଜେ ନିଜର ତଥ୍ୟ ପ୍ରଦାନ କରି ଦେଶର ପ୍ରଥମ ଡିଜିଟାଲ ଜନଗଣନାରେ ସାମିଲ ହେବା ସହ ସ୍ଵ-ଗଣନା ପାଇଁ ନାଗରିକମାନଙ୍କୁ ଉତ୍ସାହିତ…

ମହିଳା ସଶକ୍ତିକରଣ ଉପରେ ରଚନା ଲେଖି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ…

03 Apr, 2026

ମହିଳା ସଶକ୍ତିକରଣ ଉପରେ ରଚନା ଲେଖି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କେନ୍ଦ୍ରାପଡ଼ାର ଓମ୍ ପ୍ରକାଶ ରଥ ମାନ୍ୟବର ମୁଖମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଭେଟିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉଜ୍ଜ୍ୱଳ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |