‘ନାରୀଶକ୍ତି ବନ୍ଦନ ଅଧିନିୟମ’ କେବଳ ଏକ ଆଇନ୍ ନୁହେଁ, ବରଂ କୋଟି କୋଟି ମହିଳାଙ୍କ ସ୍ବପ୍ନର ଉଡ଼ାଣ ବୋଲି ମାନ୍ୟବର…

15 Apr, 2026

ଆଜି ଭୁବନେଶ୍ୱରସ୍ଥିତ ରେଳ ଅଡିଟୋରିୟମଠାରେ ଆୟୋଜିତ ‘ନାରୀଶକ୍ତି ବନ୍ଦନ’ କାର୍ଯ୍ୟକ୍ରମରେ ଯୋଗଦେଇ ମୁଁ ଅତ୍ୟନ୍ତ ଆନନ୍ଦିତ। ମାତୃଶକ୍ତିର ସମ୍ମାନ ଓ ସଶକ୍ତିକରଣ ଆମ ସଂସ୍କୃତିର ମୂଳଦୁଆ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଦୂରଦର୍ଶୀ ନେତୃତ୍ୱରେ ପ୍ରଣୀତ ଐତିହାସିକ  ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଆଗାମୀ ଦିନରେ ନୀତି ନିର୍ଦ୍ଧାରଣ…

‘ଓଡ଼ିଆ ପକ୍ଷ’ର ଏହି ସଫଳ ଆୟୋଜନ କେବଳ ଏକ ଉତ୍ସବ ନୁହେଁ, ଏହା ଆମ ଅସ୍ମିତାର ଉଦ୍‌ଘୋଷଣା ଓ ଏକ ନୂତନ ସାଂସ୍କୃତିକ…

14 Apr, 2026

ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ପବିତ୍ର ଅବସରରେ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ “ଓଡ଼ିଆ ପକ୍ଷ ଉଦ୍‌ଯାପନୀ–୨୦୨୬” ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ କେବଳ ୧୪ ଦିନରେ ସୀମିତ ରଖିବା ନୁହେଁ, ବରଂ ବର୍ଷବ୍ୟାପି ଜୀବନ ଶୈଳୀର ଅବିଛେଦ୍ୟ ଅଂଶ କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଓଡ଼ିଆ ପକ୍ଷ ଉଦଯାପନୀ ଅବସରରେ ଆୟୋଜିତ…

14 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଓଡ଼ିଆ ପକ୍ଷ ଉଦଯାପନୀ ଅବସରରେ ଆୟୋଜିତ ପ୍ରଦର୍ଶନୀ ପରିଦର୍ଶନ କରିବା ସହ ଆମ ପରମ୍ପରା, ସଂସ୍କୃତି ନେଇ କଳାକାରମାନଙ୍କ ସହ ଆଲୋଚନା କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ…

14 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଯୋଗ ଦେଇଛନ୍ତି।  ଆମ୍ବେଦକର କେବଳ ଏକ ନାମ ନୁହେଁ, ଏହା ଏକ ବିଚାରଧାରା, ଯାହା ସମାନତାର ପଥ ପ୍ରଦର୍ଶନ କରେ ଏବଂ ସମତା ଓ ନ୍ୟାୟଭିତ୍ତିକ ସମାଜ ଗଠନ ହିଁ ବାବା ସାହେବଙ୍କ ପ୍ରତି ସର୍ବଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |