ଓଡ଼ିଶାରେ ଜଳ ପରିଚାଳନା କ୍ଷେତ୍ରରେ ଯୋଡ଼ି ହୋଇଛି ଆଉ ଏକ ନୂତନ ଅଧ୍ୟାୟ।

24 Mar, 2026

ଓଡ଼ିଶାରେ ଜଳ ଜୀବନ ମିଶନ ୨.୦ ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍ ଓ ୟୁ ସ୍ଵାକ୍ଷରିତ ହୋଇଛି । ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା ଭବନଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ନୂଆଦିଲ୍ଲୀରେ ମାନ୍ୟବର କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ…

ଓଡ଼ିଶାରେ ଜଳ ଜୀବନ ମିଶନ ୨.୦

24 Mar, 2026

ଓଡ଼ିଶାରେ ଜଳ ଜୀବନ ମିଶନ ୨.୦  ଶୁଭାରମ୍ଭ ଅବସରରେ ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦିଲ୍ଲୀରୁ ଭିଡିଓ କନଫରେନ୍ସ ମାଧ୍ୟମରେ ମାନ୍ୟବର କେନ୍ଦ୍ର ଜଲ୍ ଶକ୍ତି ମନ୍ତ୍ରୀ ଶ୍ରୀ ସି.ଆର. ପାଟିଲ ଉପସ୍ଥିତ ରହିଥିଲେ।

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬' ଅବସରରେ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର…

22 Mar, 2026

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬' ଅବସରରେ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରାୟ ୨୬୧୨ କୋଟି ଟଙ୍କାର ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଜଳର ଗୋଟିଏ ବୁନ୍ଦା ମଧ୍ୟ ବିଶ୍ୱର ଅନେକ ଲୋକଙ୍କ ପାଇଁ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଅବସରରେ ଲୋକସେବା ଭବନ କନଭେନସନ…

22 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଅବସରରେ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ -'ପ୍ରତିବିମ୍ବ' ପରିଦର୍ଶନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |