ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଅବସରରେ ଲୋକସେବା ଭବନ କନଭେନସନ…

22 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଅବସରରେ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ -'ପ୍ରତିବିମ୍ବ' ପରିଦର୍ଶନ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୪ ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟାନସିପ ଉଦଯାପନୀ ଅବସରରେ ଯୋଗ…

21 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୪ ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟାନସିପ ଉଦଯାପନୀ ଅବସରରେ ଯୋଗ ଦେଇଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯୋଗଦେଇ ସମସ୍ତ ବିଜେତା ଆଥଲେଟମାନଙ୍କୁ ପୁରସ୍କୃତ କରିବା ସହିତ ଆଗାମୀ ସମୟରେ ସମସ୍ତ ଖେଳରେ ନିଜର ପରିଶ୍ରମ ଅବ୍ୟାହତ ରଖିବା ପାଇଁ ପରାମର୍ଶ ଦେଇଛନ୍ତି।ସମସ୍ତ ଆଥଲେଟମାନଙ୍କୁ ଆଗାମୀ ଏସିଆନ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ ଅବସରରେ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ…

21 Mar, 2026

ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ । ଏହା ଆମ ଜୀବନ ଓ ଜୀବିକାର ଆଧାର ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ କହିଛନ୍ତି । ବନ ସୁରକ୍ଷା ଓ ଜଙ୍ଗଲ ସୃଷ୍ଟି କ୍ଷେତ୍ରରେ କାମ କରୁଥିବା ସମସ୍ତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇ ଜଙ୍ଗଲ ନିଆଁ ରୋକିବା ଏବଂ ମନୁଷ୍ୟ-ବନ୍ୟଜନ୍ତୁ ସଂଘର୍ଷ…

ବିଶ୍ୱ ବନ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ…

21 Mar, 2026

ବିଶ୍ୱ ବନ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ଫଟୋ ଚିତ୍ର ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |