ୟୁ.ପି.ଏସ.ସି ଦ୍ୱାରା ପରିଚାଳିତ ସିଭିଲ ସେବା ପରୀକ୍ଷାରେ ସଫଳତା ହାସଲ କରିଥିବା କେନ୍ଦୁଝରର ଶ୍ରୀ ସାତ୍ତ୍ୱିକ…

07 Mar, 2026

ୟୁ.ପି.ଏସ.ସି ଦ୍ୱାରା ପରିଚାଳିତ ସିଭିଲ ସେବା ପରୀକ୍ଷାରେ ସଫଳତା ହାସଲ କରିଥିବା କେନ୍ଦୁଝରର ଶ୍ରୀ ସାତ୍ତ୍ୱିକ ସତ୍ୟକାମ ଦେବତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶ ଓ ସମାଜର ଉନ୍ନତି ପାଇଁ ନିଷ୍ଠାର ସହିତ କାମ କରିବାକୁ ପରାମର୍ଶ ଦେଇଛନ୍ତି ।

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଓଡ଼ିଶା ଗସ୍ତ ଶେଷ କରି ପ୍ରତ୍ୟାବର୍ତ୍ତନ କରିବା ଅବସରରେ…

06 Mar, 2026

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଓଡ଼ିଶା ଗସ୍ତ ଶେଷ କରି ପ୍ରତ୍ୟାବର୍ତ୍ତନ କରିବା ଅବସରରେ ଭୁବନେଶ୍ୱର ବିମାନବନ୍ଦରଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି ।

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ…

06 Mar, 2026

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ 'ନ୍ୟାୟ ସଂହିତା ପ୍ରଦର୍ଶନୀ' ର ଉଦଘାଟନ ସହ ଶ୍ୱେତ କ୍ରାନ୍ତି ୨.O ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ଓ ଶିଳାନ୍ୟାସ ହୋଇଥିବା ପ୍ରକଳ୍ପ ସମୂହ :- ପ୍ରକଳ୍ପ…

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ନ୍ୟାସନାଲ ଫୋରେନସିକ୍ ସାଇନ୍ସ ୟୁନିଭରସିଟି (NFSU) ର…

06 Mar, 2026

ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ନ୍ୟାସନାଲ ଫୋରେନସିକ୍ ସାଇନ୍ସ ୟୁନିଭରସିଟି (NFSU) ର ଅସ୍ଥାୟୀ କ୍ୟାମ୍ପସର ଉଦଘାଟନ ସହ NFSU ର ସ୍ଥାୟୀ କ୍ୟାମ୍ପସ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହ ମାନ୍ୟବର କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ସେଣ୍ଟ୍ରାଲ ଫୋରେନସିକ୍ ସାଇନ୍ସ ଲାବ୍ରୋଟାରୀ (CFSL) ର ନୂତନ ସୌଧ ପାଇଁ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |